ଅପରାଧ ରାଜ୍ୟ

ପାରିବାରିକ କଳହର କରୁଣ ପରିଣତି, କଟୁରୀ ଚୋଟରେ ଯୁବକ ଗୁରୁତର

ଭୁବନ ୧୪/୧୧: ରବିବାର ବିଳମ୍ବିତ ରାତିରେ ଭୁବନ ଥାନା ଅନ୍ତର୍ଗତ ମୃଦଙ୍ଗା କୈବର୍ତ୍ତ ସାହିରେ ହୋଇଛି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । କଟୁରୀ ଚୋଟରେ କୈବର୍ତ୍ତ ସାହିର ମୋହନ ବେହେରାଙ୍କ ପୁଅ ଚତୁର୍ଭୁଜ ବେହେରା ଗୁରୁତର ହୋଇଛନ୍ତି । ତାଙ୍କର ଡାହାଣ ଜଙ୍ଘ ପାଖରୁ ଗୋଡ ପର୍ଯ୍ୟନ୍ତ ଧାରୁଆ କଟୁରୀରେ ହାଣି ଟିକ୍ ଟିକ୍ କରାଯାଇଥିବା ଦେଖିବାକୁ ମିଳିଛି ।

ପାରିବାରିକ କଳହ ଯୋଗୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ତେବେ ଚତୁର୍ଭୁଜ ସଙ୍କଟାପନ୍ନ ଥିବାରୁ ପ୍ରଥମେ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅଧିକ ଚିକିତ୍ସା ନିମନ୍ତେ ଚତୁର୍ଭୁଜଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ଭୁବନ ପୋଲିସ ପାଖରେ ସୁଚନା ନଥିବା ଆଲୋଡନ ସୃଷ୍ଟି କରିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।