ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ସରିବ ଐତିହାସିକ ବାଲିଯାତ୍ରା, ୧୦ ଦିନ ଧରି ଚାଲିଥିବା ମେଳାରେ ପ୍ରବଳ ଭିଡ ସାଙ୍ଗକୁ ଜମିଛି ବ୍ୟବସାୟ

କଟକ ୧୭/୧୧: ଗୁରୁବାର ଉଦ୍‌ଯାପିତ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ଉଦ୍ ଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଗଲା ୮ ତାରିଖ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ବୁଧବାର ଦିନ ଶେଷ ହେବାକୁ ଥିବା ବେଳେ ପ୍ରଶାସନିକ ନିଷ୍ପତ୍ତି କ୍ରମେ ଏହାକୁ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା । ଚଳିତ ବର୍ଷ ସର୍ବାଧିକ ୧୦ ଦିନ ଧରି ଚଳିତ ବର୍ଷ ବାଲିଯାତ୍ରା ଆୟୋଜିତ ହୋଇଥିଲା । କୋଭିଡ କଟକଣା ଯୋଗୁଁ ୨ ବର୍ଷ ପରେ ବାଲିଯାତ୍ରା ଆୟୋଜନ ହୋଇଥିବାରୁ ଏବର୍ଷ ନାହିଁନଥିବା ଭିଡ ଦେଖିବାକୁ ମିଳିଛି । ଏଥିସହିତ ବ୍ୟବସାୟ ମଧ୍ୟ ପୂର୍ବ ସମସ୍ତ ରେକର୍ଡକୁ ଟପି ଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।