ଅପରାଧ ରାଜ୍ୟ

ପେଟ୍ରୋଲ ପମ୍ପରେ ବୋମାମାଡ଼, କାର୍‌ରେ ଆସି ନେଇଗଲେ ଲକ୍ଷାଧିକ ଟଙ୍କା

ଖଣ୍ଡପଡ଼ା ୧୭।୧୧ : ପଟ୍ରୋଲ ପମ୍ପରେ ବୋମାମାଡ଼ । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ରାଜକିଆରୀ ନିକଟରେ ଥିବା ପଟ୍ରୋଲ ପମ୍ପରେ ବୋମାମାଡ଼ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଖବର ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ୬ ଜଣ ଦୁର୍ବୁତ୍ତ ଏକ ନାଲି କାରରେ ଆସି ମା ଭାନୁମତି ପେଟ୍ରୋଲ ପମ୍ପରେ ଡକାୟତି କରିଥିଲେ । ଦୁର୍ବୁତ୍ତ ମାନେ ଦୁଇ ରାଉଣ୍ଡ ଗୁଳି ଫୁଟେଇବା ସହ ପେଟ୍ରୋଲ ପମ୍ପ ରେ ବୋମା ମାଡ଼ କରିଥିଲେ । ତାପରେ କର୍ମଚାରୀ ମାନଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ନେଇ ଯାଇଥିବା ମ୍ୟାନେଜର କହିଛନ୍ତି । ଦୁର୍ବୁତ୍ତଙ୍କ ଆକ୍ରମଣରେ ୨ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।