ରାଜ୍ୟ

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ, ଦୁଇ ମୃତ

ଭଞ୍ଜନଗର ୧୮/୧୧: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ୍ । ଘଟଣାସ୍ଥଳରେ ଡ୍ରାଇଭର ଓ ହେଲ୍ପରଙ୍କ ମୃତ୍ୟୁ ।

ତାରାସିଙ୍ଗ ଥାନା ଅନ୍ତର୍ଗତ କୋକୋଳଵା ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକଙ୍କ ପ୍ରକୃତ ପରିଚୟ ମିଳିନଥିବା ବେଳେ ଦୁହେଁ ମହାରାଷ୍ଟ୍ରର ବୋଲି ଜଣାପଡିଛି । ମହାରାଷ୍ଟ୍ରରୁ ପରିବା ନେଇ ଗଞ୍ଜାମ ଆସୁଥିବା ବାଟରେ ଘଟିଛି ଦୁର୍ଘଟଣା । ତାରାସିଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।