ରାଜ୍ୟ

ପାଲା ଦେଖି ଫେରୁଥିଲେ ଯୁବକ, ଧକ୍କା ଦେଲା ସିଏମ୍‌ସି ଗାଡି

କଟକ ୨୧।୧୧ : ସିଏମସି ଗାଡି ଧକ୍କାରେ ଜଣେ ଗୁରୁତର । କଟକ ବାଦାମବାଡି ସ୍ଥିତ ପାଲାମଣ୍ଡପ ଛକରେ ଦୁର୍ଘଟଣା । ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ପାଲାମଣ୍ଡପରେ ପାଲା ଦେଖି ଫେରୁଥିଲେ ଜଣେ ଯୁବକ । ଏହି ସମୟରେ ସିଏମ୍‌ସି ଏକ ଅଳିଆ ବୁହା ଟ୍ରାକ୍ଟର ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।