ରାଜ୍ୟ ସ୍ପେଶାଲ ରିପୋର୍ଟ

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଶିବିର, ସମସ୍ୟା ନେଇ ହିତାଧିକାରୀ କଲେ ଅଭିଯୋଗ

ନୀଳଗିରି,୨୧/୧୧: ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି।

ଆଜି ନୀଳଗିରି ବ୍ଲକର ବିଭିନ୍ନ ହିତାଧିକାରୀ ବିଭିନ୍ନ କାରଣରୁ ଅବହେଳା ହୋଇ ସରକାରୀ ଯୋଜନାରୁ ବଞ୍ଚିତ ହୋଇଥିବାର ଅଭିଯୋଗ ଓ ଅଞ୍ଚଳରେ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଧେ ଓ ଏସପି ସୁଧାଂଶୁ ଶେଖର ମିଶ୍ରଙ୍କୁ ଅଭିଯୋଗ କରିଥିଲେ। ଜିଲ୍ଲା ଓ ଉପଖଣ୍ଡର ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ହୋଇ ସମାଧାନ ରୂପକ ପଦକ୍ଷେପ ନେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।