ଅପରାଧ ରାଜ୍ୟ

କଟକରେ ଜୁଆ ଆଡ୍ଡାରେ ରେଡ୍‌ : ୩୦ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କଟକ ୨୧।୧୧ : ଜୁଆ ଆଡ୍ଡାରେ ଅତର୍କିତ ଚଢାଉ । ଘଟଣାରେ ୩୦ଜଣଙ୍କୁ ବାନ୍ଧିଛି ପୋଲିସ ।କଟକ ଜିଲ୍ଲା ଆଇବି ରୋଡରେ ଜୁଆ ଆଡ୍ଡା ଚାଲିଥିବା ବେଳେ ଚଢାଉ କରିଛି ଜଗତପୁର ଥାନା ପୋଲିସ ।

ଖବର ଅନୁଯାୟୀ, ଦୀର୍ଘ ଦିନ ଧରେ ଆଇବି ରୋଡ୍‌ରେ ଜୁଆ ଆଡ୍ଡା ଚାଲିଥିଲା । ଯାହାର ଗୁଇନ୍ଦା ସୂଚନା ପାଇଥିଲା ଜଗତପୁର ଥାନା ପୋଲିସ । ଏହିକ୍ରମରେ ସୋମବାର ଦିନ ଉକ୍ତ ଜୁଆ ଆଡ୍ଡାରେ ଚଢାଉ କରିଥିଲା ପୋଲିସ । ଏହି ଚଢାଉରେ ପୋଲିସକୁ ନଗଦ ୮ଲକ୍ଷ ଟଙ୍କା, ୨୧ଟି ମୋବାଇଲ୍‌, ୪ଟି ମୋବାଇଲ୍‌ ଜବତ କରିଛି । ଏହାସହିତ ୩୦ଜଣଙ୍କୁ ମଧ୍ୟ ଗିରଫ କରିଛି ।ତେବେ ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଖୋଲତାଡ଼ ଜାରି ରଖିଛି ଜଗତପୁର ଥାନା ପୋଲିସ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।