ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ତିନି ଜିଲ୍ଲାରେ ପ୍ରଚଣ୍ଡ ଶବ୍ଦ : ଥରିଲା ଘର କବାଟ, ବାହାରକୁ ଆସିଗଲେ ଲୋକେ

ଯାଜପୁର ୨୩।୧୧ : ତିନି ଜିଲ୍ଲାରେ ପ୍ରଚଣ୍ଡ ଶବ୍ଦ । ଭଦ୍ରକ , ଯାଜପୁର , କେନ୍ଦୁଝର ଜିଲ୍ଲା ପ୍ରଚଣ୍ଡ ଶବ୍ଦ ହୋଇଛି । ଯାହାଫଳରେ କି ଏହି ସବୁ ଅଞ୍ଚଳର କିଛି ଘର କବାଟ ଥରିଥିଲା । ଭୟରେ ବାହାରକୁ ଚାଲିଆସିଲେ ।

ଖବର ଅନୁଯାୟୀ, ବୁଧବାର ଦିନ ୧୧ଟାରେ ଏହି ତିନୋଟି ଜିଲ୍ଲାରେ ହଠାତ୍‌ ଏକ ଭୟଙ୍କର ଶବ୍ଧ ଆସିଥିଲା । ଯାହାଫଳରେ ଲୋକେ ଭୟଭୀତ ହୋଇଯାଇଥିଲା । କିନ୍ତୁ ଏହା ୧୦ ମିନିଟ୍‌ ଭିତରେ ଆଉ ଏକ ଶବ୍ଦ ହୋଇଥିଲା । ବୋମାମାଡ଼ ଭଳି ଭୟଙ୍କର ଶବ୍ଦରେ ଥରିଲା ପୁରା ଅଞ୍ଚଳ । ଘରେ ଥିବା ଲୋକେମାନ ବାହାରକୁ ଆସିଯାଇଥିଲେ । ତେବେ କେଉଁ କାରଣକୁ ନେଇ ଏପରି ଶବ୍ଦ ହୋଇଛି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।