ରାଜ୍ୟ ସ୍ପେଶାଲ ରିପୋର୍ଟ

ହରିଶଙ୍କର ପାହାଡରେ ପୋଲିସ-ମାଓ ମୁହାଁମୁହିଁ, ମାଓ କ୍ୟାଡର ମୃତ

ବଲାଙ୍ଗୀର୨୪/୧୧: ବଲାଙ୍ଗୀରରେ ପୋଲିସ ମାଓବାଦୀ ଗୁଳିବନିମୟ । ହରିଶଙ୍କର ଗନ୍ଧମାର୍ଦ୍ଦନ ପାହାଡ଼ରେ ମୁହାଁମୁହିଁ ହୋଇଛନ୍ତି ପୋଲିସ ମାଓବାଦୀ । ତେବେ ଏହି ଘଟଣାରେ ଜଣେ ମାଓ କ୍ୟାଡ଼ରର ମୃତ୍ୟ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡିଛି । ଏହା ପରେ ଘଟଣା ସ୍ଥଳରେ କମ୍ବିଂକୁ ଜୋରଦାର କରାଯାଇଛି ।

ସୂଚନା ଥାଉକି, ହରିଶଙ୍କରରେ ମାଓ ଗତିବିଧି ନେଇ ମିଳିଥିଲା ସୂଚନା । ଫଳରେ ଏହାର ଫାଇଦା ନେଇ ପୋଲିସ ମାଓ କ୍ୟାମ୍ପ ଉପରେ ଚଢାଉ କରିଥିଲା । ଏହି ଚଢାଉରେ ପୋଲିସ ମାଓବାଦୀଙ୍କ ଉପରକୁ ଗୁଳି ଚଲାଇଥିଲେ । ଯାହାର ଜବାବରେ ମାଓବାଦୀ ବି ପାଲଟା ଗୁଳିମାଡ କରିଛନ୍ତି । ଏବେ ମଧ୍ୟ ସେଠାରେ ଗୁଳିବିନିମୟ ଲାଗି ରହିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।