ନିମାପଡା: ନିଜ ଭିଣୋଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଶଳା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନାରେ ମାମଲା ରୁଜୁ। ଗୁରୁତର ଅବସ୍ଥାରେ ମେଡିକାଲରେ ଭିଣୋଇଙ୍କୁ ଭର୍ତ୍ତି କରାଯାଇଛି। ସ୍ତ୍ରୀର ପରକ୍ରିୟା ପ୍ରୀତିକୁ ବିରୋଧ କରିବାରୁ ସ୍ୱାମୀ ଙ୍କୁ ଗୋଡେଇ ଗୋଡେଇ ହାଣିଲେ ନିଜ ଶଳା ମାନେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ଥିବା ବେଳେ ହାଣିଥିବା ଶଳା ମାନେ ଫେରାର ଅଛନ୍ତି।
Trending
- ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଜାରି
- ବିଜେଡିର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ ଭଙ୍ଗା, କାରଣ ଅସ୍ପଷ୍ଟ
- ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ଼: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
- ଚାଟ ଖାଇବା ପରେ ପ୍ରସ୍ତୁତି ପ୍ରଣାଳୀ ପଚାରି ବୁଝିଲେ ନୀତା
- ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଆରମ୍ଭ
- ବାଚସ୍ପତି କେ. ସୁରେଶଙ୍କ ନାମାଙ୍କନ ଉପରେ ହସ୍ତାକ୍ଷର କଲେନି ଟିଏମସିର କୌଣସି ସାଂସଦ
- ଗୁଣିଆକୁ ଭରସା କରି ଚାଲିଗଲା ଅମୂଲ୍ୟ ଜୀବନ
- ବାଚସ୍ପତି ପଦ ପାଇଁ ଏନ୍ଡିଏରୁ ଓମ୍ ବିର୍ଲା ଓ ବିରୋଧୀ ପକ୍ଷରୁ କେ ସୁରେଶ
Wednesday, June 26