ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁରୀରେ 5T ସଚିବ, ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ତଦାରଖ

ପୁରୀ ୨୬/୧୧: ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ୍ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କଲେ କଲେ 5T ସଚିବ । ଏହାସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କଲେ ।

ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରମୁଖ ପ୍ରକଳ୍ପ ହୋଇଥିବା ବେଳେ, କାର୍ଯ୍ୟର ଅଗ୍ରଗତି ନେଇ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଜାରି ରହିଥିବା ଡ୍ରେନ ଓ ରାସ୍ତା ଆଦିର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଭୁବନେଶ୍ବର ଫେରିଛନ୍ତି 5T ସଚିବ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।