ରାଜନୀତି ରାଜ୍ୟ

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର ୨୮/୧୧: ବିଧାନସଭା ଅଧିବେଶନର ଚତୁର୍ଥ ଦିନ । ଆଜି ଗୃହ ଆରମ୍ଭରୁ ଦେଖିବାକୁ ମିଳଥିଲା ହୋହଲ୍ଲା ପରିସ୍ଥିତି ।

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାନସଭାରେ ହଟ୍ଟଗୋଳ ଓ ନାରାବାଜି । ଉଭୟ ବିଜେପି ଓ କଂଗ୍ରେସ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ ଉଠାଇ ଶାସକ ବିଜେଡିକୁ ଘେରିଥିଲେ । ସ୍ଥିତି ଏମିତି ହୋଇଥିଲା ଯେ, ଗୃହ ମୁଲତବୀ କରିଥିଲେ ବାଚସ୍ପତି । ୧୧.୩୦ ଯାଏଁ ଗୁହକୁ ମୁଲତବୀ କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର