ରାଜ୍ୟ ସ୍ପେଶାଲ ରିପୋର୍ଟ

ଚାଲିପାରୁନି ଗୃହ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର ୨୮/୧୧: ବାରମ୍ୱାର ହୋହାଲ୍ଲା ପରେ ଚାଲିପାରୁନି ବିଧାନସଭାର ଗୃହ କାର୍ଯ୍ୟ । ଫଳରେ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି । ତେବେ ଗୃହ କାର୍ଯ୍ୟ ସ୍ୱାଭାବିକ କରିବା ଲାଗି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ।

ବାଚସ୍ପତିଙ୍କ ଚ୍ୟାମ୍ବରେ ବସିଛି ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବୈଠକରେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ସୁଦାମ ମାରାଣ୍ଡି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର, ସିପିଏମ ନେତା ଲକ୍ଷ୍ମଣ ମୁଣ୍ଡା ଉପସ୍ଥିତ ଅଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।