ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡିଶାରେ ଆଇନ୍‌ଜୀବୀଙ୍କ ଆନ୍ଦୋଳନ, ଖପ୍ପା ହେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ ୨୮।୧୧ : ଓଡିଶାରେ ଆଇନ୍‌ଜୀବୀଙ୍କ ଆନ୍ଦୋଳନ ମାମଲା । ଆନ୍ଦୋଳନ ପ୍ରତ୍ୟାହାର ନକରିବାରୁ ଖପ୍ପା ହେଲେ ସୁପ୍ରିମକୋର୍ଟ । ଆନ୍ଦୋଳନରତ ଆଇନଜୀବୀଙ୍କର ଲାଇସେନ୍ସ ପ୍ରତ୍ୟାହର କରିବାକୁ ବାର୍‌ ଆସୋସିଏସନ୍‌ ଅଫ ଇଣ୍ଡିଆକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।

ସେହିପରି ରାଜ୍ୟରେ ଅତିରିକ୍ତ ହାଇକୋର୍ଟ ପ୍ରତିଷ୍ଠା ଦାବିକୁ ନାପସନ୍ଦ କରିଛନ୍ତି ସୁପ୍ରିମକୋର୍ଟ । ଏହାପରେ ବି ଯଦି ଆନ୍ଦୋଳନ ବନ୍ଦ ନହୁଏ, ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ସୁପ୍ରିମକୋର୍ଟ । ଏଥିପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ସୁରକ୍ଷା ଦେବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।