ରାଜ୍ୟ ସ୍ପେଶାଲ ରିପୋର୍ଟ

ଡିସେମ୍ବର ୯ରୁ ମାଟ୍ରିକ୍‌ ଖାତାଦେଖା, ୧୦ ଦିନ ମଧ୍ୟରେ ସାରିବାକୁ ଲକ୍ଷ୍ୟ

କଟକ ୩୦।୧୧ : ଶେଷ ହେଲା ମାଟ୍ରିକ୍‌ ସେମେଟିଭ୍‌ ୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ଖାତା ଦେଖା । ଏହି ଖାତା ଦେଖାରେ ନିୟୋଜିତ ହେବେ ୧୨୪୫୦ ଜଣ ଶିକ୍ଷକ । ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ । ସକାଳ ୯ଟାରୁ ସଂଧ୍ୟା ୫ଟା ଯାଏଁ ଚାଲିବ ଖାତା ଦେଖା । ମୋଟ ୧୦ ଦିନ ମଧ୍ୟରେ ଖାତା ଦେଖା ଶେଷ କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ । ଉପସଭାପତି ଡଃ ନିହାର ରଂଜନ ମହାନ୍ତି ଏନେଇ ସୂଚନା ଦେଇଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।