ରାଜ୍ୟ

ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ଟାଙ୍ଗୀ ୦୧।୧୨ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍‌ । ଯେଉଁଥିରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରୀଆ ଛକ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଏକ୍‌ କାର୍‌ଟି ବାଲୁଗାଁ ଆଡୁ ଖୋର୍ଦ୍ଧା ପଟୁ ଆସୁଥିଲା । ଏହି ସମୟରେ ଏକ ଟ୍ରକକୁ ଜୋରଦାର ଧକ୍କା ଦେଇଥିଲା କାର୍‌ । ଯାହାଫଳରେ କାର୍‌ରେ ଥିବା ୪ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତେ ଜଗନ୍ନାଥ ଦର୍ଶନ ପାଇଁ ଆନ୍ଧ୍ରପ୍ରଦେଶରୁ ପୁରୀ ଯାଉଥିଲେ । ଏବେ ଯାଏଁ ସେମାନଙ୍କ ନାମ ହସ୍ତଗତ ହୋଇନଥିବା ବେଳେ ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଏବଂ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।