ରାଜ୍ୟ ସ୍ପେଶାଲ ରିପୋର୍ଟ

ଜାମିନ ଆବେଦନ କଲେ ଅର୍ଚ୍ଚନା, ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୩) କୋର୍ଟରେ ହେବ ଶୁଣାଣି

ଭୁବନେଶ୍ୱର ୦୧।୧୨ : ଜାମିନ ଆବେଦନ କଲେ ଅର୍ଚ୍ଚନା । ତଳକୋର୍ଟରେ ଜାମିନ୍‌ ଆବେଦନ ଖାରଜ ପରେ ଉପରକୋର୍ଟରେ ଜାମିନ୍‌ ଆବେଦନ କରିଛନ୍ତି ଅର୍ଚ୍ଚନା ନାଗ । ବୁଧବାର ଜାମିନ ଆବେଦନର ଶୁଣାଣି କରିବେ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୩) କୋର୍ଟ ।

ଖବର ଅନୁଯାୟୀ, ବୁଧବାର ଦିନ ଅର୍ଚ୍ଚନାଙ୍କ ଜାମିନ ଆବେଦନର ଖାରଜ କରିଥିଲେ କୋର୍ଟ । ଭୁବନେଶ୍ୱର ନୟାପଲ୍ଲୀ ଥାନା ମାମଲାରେ ଜାମିନ ଆବେଦନ ଖାରଜ କରିଥିଲେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ଆଉ ଏବେ ତଳକୋର୍ଟରେ ଜାମିନ୍‌ ଆବେଦନ ଖାରଜ ପରେ ଉପରକୋର୍ଟରେ ଆବେଦନ କରିଛନ୍ତି । ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୩) କୋର୍ଟରେ ଜାମିନ୍‌ ଆବେଦନ କରିଛନ୍ତି ଅର୍ଚ୍ଚନା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।