ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଅନୁଗୁଳ ୦୨/୧୨: ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେର ଗସ୍ତ କାର୍ଯ୍ୟକ୍ରମ ରହିଛି । ଦିନ ପ୍ରାୟ ୧୦.୩୦ରେ ଗୋଡିବନ୍ଧ ଛକରୁ ଏକ ମଟର ସାଇକେଲ ରାଲିରେ ଗୁରୁଜାଙ୍ଗ ଗ୍ରାମକୁ ଯିବାର କାର୍ଯ୍ୟକ୍ରମ ରହିଛି ।
ସେହିଠାରେ ହନୁମାନ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବା ସହ ଗ୍ରାମବାସୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ସେହି ଗ୍ରାମରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ପାଇଁ ସ୍ଥାନ ନିରୂପଣ କରି ପରିବାରଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଢେଙ୍କାନାଳ ଗସ୍ତ କାର୍ଯ୍ୟକ୍ରମ ରହିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l