ରାଜ୍ୟ

ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଧର୍ମଗଡ଼ ୦୪।୧୨ : ଭବାନିପାଟଣା ରାୟପୁର NH 16 ପାଷ୍ଟିପଡା ନିକଟରେ ଓଲଟିଲା ଗ୍ୟାସ ଟ୍ୟାଙ୍କର । ଭାରସାମ୍ୟ ହରାଇ ଓଲଟି ପଡିଛି ଗ୍ୟାସ ଟ୍ୟାଙ୍କର । ଓଲଟିପଡିଥିବା ଟ୍ୟାଙ୍କରରୁ ଗ୍ୟାସ ବାହାରୁଛି । ଫଳରେ ଜାତୀୟ ରାଜପଥରେ ଯାତାୟତ ବନ୍ଦ ହୋଇ ଯାଇଛି ।

ଖବର ଅନୁଯାୟୀ, ଜାତୀୟ ରାଜପଥ ପୋଷ୍ଟିପଡ଼ା ନିକଟରେ ଭାରସାମ୍ୟ ହରାଇ ଗ୍ୟାସ୍‌ ଟ୍ୟାଙ୍କରଟି ଓଲଟିପଡିଥିଲା । ଯାହାଫଳରେ ରାସ୍ତାର ଉଭୟ ପଟୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ତେବେ ଓଲଟି ପଡିଥିବା ଗ୍ୟାସ୍‌ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍‌ ହେଉଥିବା ଜଣାପଡିଛି । ଯାହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।