ରାଜ୍ୟ ସ୍ପେଶାଲ ରିପୋର୍ଟ

କୋଣାର୍କ ଉତ୍ସବ : ଚତୁର୍ଥ ସନ୍ଧ୍ୟାର ପରିବେଶିତ ହୋଇଛି ଭାରତନାଟ୍ୟମ୍

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋଣାର୍କ ୦୫।୧୨ : କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାର ପରିବେଶିତ ହୋଇଛି ଭାରତନାଟ୍ୟମ୍ । ନୃତ୍ୟ ଓ ସଂଗୀତ କାର୍ଯ୍ୟକ୍ରମର ପ୍ରଥମ ଚରଣରେ ଚେନ୍ନାଇର ଲୀଲା ସାମସନ ଓ ସାଥୀ କଳାକାର ଭାରତନାଟ୍ୟମ ପରିବେଷଣ କରିଥିଲେ । ନୃତ୍ୟରେ ଗଜାନନ ସ୍ତୁତି ପରେ ଭଗବାନ ଶିବଙ୍କ ନୃତ୍ୟାୟନର ପୃଷ୍ଠଭୂମିରେ ଉପସ୍ଥାପିତ ହୋଇଥିଲା ନୃତ୍ୟ ।

ଭୁବନେଶ୍ୱରର ସୁରଭି କଳାକାରଙ୍କ ପକ୍ଷରୁ ଓଡିଶୀ ନୃତ୍ୟ ପରିବେଷଣ ହୋଇଥିଲା। ମୁକ୍ତାକାଶ ରଙ୍ଗମଞ୍ଚ ରେ ଓଡ଼ିଶାର ଅଭିଜ୍ଞ ଓଡ଼ିଶୀ ନୃତ୍ୟ ଶିଳ୍ପୀ ମାନଙ୍କ ଦ୍ଵାରା ଓଡିଶୀ ପରିବେଶିତ ହୋଇଥିଲା । ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଯୋଗ ଦେଇଥିଲେ । ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ବାଲୁକା ଶିଳ୍ପୀମାନେ ମେକ ଇନ୍ ଓଡ଼ିଶା ପ୍ରସଙ୍ଗରେ ବିଭିନ୍ନ କଳାକୃତି ପ୍ରଦର୍ଶିତ କରିଥିଲେ। ବାଲୁକା କଳାରେ ପର୍ଯ୍ୟଟକଙ୍କ ସମେତ ଆଖପାଖ ଅଞ୍ଚଳର ଲୋକଙ୍କ ଭିଡ଼ ଲାଗି ରହିଥିଲା ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।