ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୫/୧୨: ଚିଲିକା ଓ ଭିତରକନିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରି ସମ୍ପର୍କିତ ମାମଲା । ଡ୍ରୋନ କିଣିବା ପାଇଁ ରାଜସ୍ୱ ବିଭାଗ ସଚିବଙ୍କୁ ଲେଖାଯାଇଛି ଚିଠି ।
ଡ୍ରୋନ୍ ଦ୍ଵାରା ବେଆଇନ୍ ଚିଙ୍ଗୁଡ଼ି ଘେରି ଉପରେ ନଜର ରଖିହେବ ବୋଲି ହାଇକୋର୍ଟଙ୍କୁ ଆବେଦନକାରୀ ପ୍ରସ୍ତାବ ଦେଇଥିଲେ । ଏହାକୁ କାର୍ଯ୍ୟକାରୀ କରିବାକୁ ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ । ଏନେଇ ହାଇକୋର୍ଟରେ ଜଣାଇଲେ କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାପାଳ । ୧୬ ଜାନୁୟାରୀ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l