ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ସମ୍ବଲପୁର ୦୬।୧୨ : ଯୁଯୁମୁରାଠାରେ ଥିବା ଏଆଇପିଏଲ ବା ଅଗ୍ରଓ୍ବାଲ ଇନଫ୍ରାବୁଇଲଡ ପ୍ରାଇଭେଟ ଲିମିଟେଡରେ ଡ୍ରାଇଭରଙ୍କୁ ମାଡ ଅଭିଯୋଗ | ୬ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି |
ଖବର ଅନୁଯାୟୀ, ସମ୍ବଲପୁର- ଅନୁଗୁଳ ୫୪ ନମ୍ବକ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ହାତକୁ ନେଇଛି ଏଆଇପିଏଲ ସଂସ୍ଥା | ତେବେ ସେଠାରେ କାର୍ଯ୍ୟ କରୁଥିବା କିଛି ଡ୍ରାଇଭରଙ୍କ ଉପରେ ଡିଜେଲ ଚୋରି ଅଭିଯୋଗ ଆଣି କମ୍ପାନୀ ଅଧିକାରୀ ପ୍ରବଳ ମାଡ ମାରିଥିବା ଅଭିଯୋଗ ହୋଇଛି | ଫଳରେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସେପଟେ ଏପର୍ଯ୍ୟନ୍ତ ଥାନାରେ ଲିଖିତ ଅଭିଯୋଗ କରିନଥିବା ଯୁଯୁମୁରା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l