ରାଜ୍ୟ ସ୍ପେଶାଲ ରିପୋର୍ଟ

ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ପୁଣି ହାଜର ହେଲେ ରଞ୍ଜିତ ବେହେରା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୭।୧୨ : ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଆର୍କିଟେକ୍ଟ ରଞ୍ଜିତ ବେହେରା । ମଙ୍ଗଳବାର ୧୨ ଘଣ୍ଟାରୁ ଅଧିକ ସମୟରେ ରଞ୍ଜିତ ବେହେରାଙ୍କୁ ଜେରା କରିଥିଲେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଖବର ଅନୁଯାୟୀ, ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗଙ୍କ ଗିରଫ ପରେ ତନାଘନା ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଖାସ୍‌ କରି ଆର୍ଥିକ କାରବାର ନେଇ ଛାନ୍‌ଭିନ୍‌ ଜାରି ରଖିଛି ଇଡି । ଏହିକ୍ରମରେ ଅର୍ଚ୍ଚନାଙ୍କ ସହିତ ଜଡ଼ିତ ଅନେକ ଲୋକଙ୍କୁ ଡାକି ଜେରା କରିସାରିଛି ଇଡି । ତେବେ ଅର୍ଚ୍ଚନାଙ୍କ ଘର ଡିଜାଇନ୍‌ କରିଥିବା ଆର୍କିଟେକ୍ଟ ରଞ୍ଜିତ ବେହେରାଙ୍କୁ ମଙ୍ଗଳବାର ଦିନ ଜେରା କରିଥିଲା ଇଡି । ଦୀର୍ଘ ୧୨ ଘଣ୍ଟା ଧରି ଜେରା କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବୁଧବାର ମଧ୍ୟ ଇଡିର ନିର୍ଦ୍ଦେଶକ୍ରମେ ହାଜର ହୋଇଛନ୍ତି ରଞ୍ଜିତ ବେହେରା ।

ସେହିପରି ଅର୍ଚ୍ଚନାଙ୍କ ସହ ଆର୍ଥିକ କାରବାର ହୋଇଥିବା ପ୍ରମାଣ ପାଇଛି ଇଡି । ଖାସ୍‌ କରି ଅର୍ଚ୍ଚନାଙ୍କ ଘର ଓ ଇଣ୍ଟେରିଅର ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରେ ସବୁ ବଡ଼ବଡିଆଙ୍କ ଟଙ୍କା ଲାଗିଥିବା ସୂଚନା । ଏହାକୁ ନେଇ ମଧ୍ୟ ଜେରା କରିପାରେ ଇଡି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।