ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ
କେନ୍ଦୁଝର ୦୭।୧୨ : ଗୋରୁ ମାଫିଆଙ୍କ ଦୌରାତ୍ମ୍ୟା । ଏସ୍ଟିଏଫ୍ ଉପରକୁ ଗୁଳିମାଡ଼ । କେନ୍ଦୁଝର ଜିଲ୍ଲା ଯୋଡିଆ ଘାଟିରେ ଘଟିଛି ଏହି ଘଟଣା । ମାମଲାରେ ୨ଜଣଙ୍କୁ ଗିରଫ କରିଛି ପୋଲିସ ।
ଖବର ଅନୁଯାୟୀ, ୫ଟି ଗୋରୁ ଗାଡିକୁ ଅଟକାଇବାକୁ ଚେଷ୍ଟା କରୁଥିଲେ ଏସ୍ଟିଏଫ୍ ଟିମ୍ । ଏହି ସମୟରେ ଗୋରୁ ମାଫିଆମାନେ ହଠାତ୍ ଏସ୍ଟିଏଫ୍ ଟିମ୍ ଉପରକୁ ଗୁଳିମାଡ଼ କରିଥିଲେ । ଯାହାଫଳରେ ୩ଟି କଣ୍ଟେନର ନେଇ ଫେରାରେ ହେବାର ସଫଳ ହୋଇଛନ୍ତି ଗୋରୁ ମାଫିଆ । ହେଲେ ଏସ୍ଟିଏଫ୍ ୨ଟି କଣ୍ଟେନରକୁ ଜବତ କରିଛି । ଏହା ସହ ଦୁଇ ଜଣଙ୍କୁ ଗିରଫ କରିଛି ଏସ୍ଟିଏଫ ।
ତେବେ ଘଟଣାରେ କେତେ ଜଣେ ଆହତ ହୋଇଛନ୍ତି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ଏପିରିକି ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ଥିବା ସୂଚନା ମିଳିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l