ଦେଶ ବିଦେଶ ରାଜନୀତି

ଆରମ୍ଭ ହେଲା ସଂସଦର ଶୀତକାଳୀନ ଅଧିବେଶନ । ଗୃହକାର୍ଯ୍ୟ ସୁରୁଖୁରୁରେ ଚଳାଇବାକୁ ସବୁ ଦଳଙ୍କଠୁ ସହଯୋଗ ଲୋଡିଲେ ପ୍ରଧାନମନ୍ତ୍ରୀ ।

ବ୍ୟୁରୋ: ଆରମ୍ଭ ହୋଇଛି ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଏଥରକ ଗୃହକାର୍ଯ୍ୟକୁ ସୁରୁଖୁରରେ ଚଳାଇବା ପାଇଁ ସମସ୍ତ ରାଜନୈତିକ ଦଳମାନଙ୍କଠୁ ସହଯୋଗ ଲୋଡିଛନ୍ତି ପ୍ରଧାନମନ୍ତ୍ରୀ । କହିଛନ୍ତି , ଦେଶର ବିକାଶ ପାଇଁ ଯୁବ ସାଂସଦଙ୍କ ଅଧିକ ସୁଯୋଗ ଦିଆଯାଉ ।

ରାଜ୍ୟସଭାରେ ପ୍ରଥମ ବକ୍ତବ୍ୟ ଦେଇ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ଶୀତକାଳୀନ ଅଧିବେଶନରେ ୧୬ଟି ବିଲ ଆଗତ ହେବା ସମ୍ଭାବନା ରହିଛି । ସେପଟେ ବିରୋଧୀ କହିଛନ୍ତି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଛି କିନ୍ତୁ ସମୟର ଅଭାବ ଯୋଗୁଁ ଚର୍ଚ୍ଚା ହେଇପାରୁନି ।ତେଣୁ ଅଧିବେଶନର ଅବଧି ବୃଦ୍ଧି କରିବାକୁ ଦାବି କରିଛନ୍ତି ବିରୋଧୀ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର