ରାଜ୍ୟ ସ୍ପେଶାଲ ରିପୋର୍ଟ

ନୂଆଗାଁରେ ଗଛକଟାକୁ ନେଇ ଉତ୍ତେଜନା

ଆନନ୍ଦପୁର: ଘସିପୁରା ବ୍ଳକ୍‌ ରାମଚନ୍ଦ୍ରପୁର ପଞ୍ଚାୟତ ନୂଆଗାଁ ଗ୍ରାମରେ ଗଛକଟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗତକାଲି ରାତିରେ କେହି ଦୁର୍ବୃତ୍ତ ଗଛଗୁଡ଼ିକୁ ଉଦ୍ଦେଶ୍ୟମୂଳକ ଭାବେ କାଟି ପକାଇଥିବାରୁ ଗ୍ରାମର ଯୁବକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ତିନିବର୍ଷ ତଳେ ଗ୍ରାମର ଯୁବକମାନେ ଗ୍ରାମ ନିକଟରେ ଗଛ ଲଗାଇବା ସହିତ ଏହାର ରକ୍ଷଣାବେକ୍ଷଣ ମଧ୍ୟ କରିଥିଲେ। ତେବେ ଗତକାଲି ରାତିରେ କେହି ଦୁର୍ବୃତ୍ତ ଗଛଗୁଡ଼ିକୁ କାଟି ଦେଇଛନ୍ତି। ଏହାର ତଦନ୍ତ ପାଇଁ ଦାବି ‌ହେଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।