ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଜାନୁଆରିରେ ୧୪ ଦିନ ବ୍ୟାଙ୍କ ଛୁଟି

ନୂଆଦିଲ୍ଲୀ : ଆସନ୍ତା ଜାନୁଆରିରେ ୧୪ ଦିନ ବ୍ୟାଙ୍କ ବନ୍ଦ ରହିବାର ଆଶଙ୍କା ରହିଛି। ତେବେ ଓଡ଼ିଶାରେ ଏହି ଦିନଗୁଡ଼ିକରେ ବ୍ୟାଙ୍କ ବନ୍ଦ ରହିବ ନା ନାହିଁ ତାହା ନିଶ୍ଚିତ ହୋଇନାହିଁ। କାରଣ ଏହି ମାସରେ ଏଭଳି କିଛି ପର୍ବପର୍ବାଣୀ ପଡ଼ୁଛି ଯେଉଁଥିପାଇଁ ଓଡ଼ିଶାରେ ବ୍ୟାଙ୍କ ଛୁଟି ହୁଏ ନାହିଁ।

୨୦୨୩ ଜାନୁଆରିରେ ନୂଆବର୍ଷ, ଗୁରୁ ଗୋବିନ୍ଦ ସିଂହ ଜୟନ୍ତୀ, ମିସନାରି ଡେ’, ସ୍ବାମୀ ବିବେକାନନ୍ଦ ଜୟନ୍ତୀ, ମକର ସଂକ୍ରାନ୍ତୀ, ପୋଙ୍ଗଲ, ସାଧାରଣତନ୍ତ୍ର ଦିବସରେ ବ୍ୟାଙ୍କ ଛୁଟି ରହିବ। ପ୍ରତି ମାସର ସମସ୍ତ ରବିବାର ଏବଂ ଦ୍ବିତୀୟ ଓ ଚତୁର୍ଥ ଶନିବାର ବ୍ୟାଙ୍କ ବନ୍ଦ ରହୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ