ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ରାଜ୍ୟର ବିକାଶକୁ ମାନବୀୟ ରୂପ ଦେବାକୁ ଚେଷ୍ଟା କରାଯାଉଛି: ମମତା ବାନାର୍ଜୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏଠାରେ ଅନୁଷ୍ଠିତ ଜି -୨୦ ବୈଠକରେ କହିଛନ୍ତି ଯେ ତାଙ୍କ ସରକାର ରାଜ୍ୟରେ କରୁଥିବା ବିକାଶକୁ ମାନବୀୟ ରୂପ ଦେବାକୁ ଚେଷ୍ଟା କରୁଛନ୍ତି।

ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ନେଇ ଅନୁଷ୍ଠିତ ଏହି ତିନି ଦିନିଆ ଜି -୨୦ ବୈଠକରେ ସଦସ୍ୟ ଦେଶର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରି ମମତା ଏହା ମଧ୍ୟ କହିଛନ୍ତି ଯେ ମହିଳା ସଶକ୍ତୀକରଣ ସମେତ ସରକାରଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମଗୁଡିକ ଏପରି ଭାବରେ ପରିକଳ୍ପନା କରାଯାଇଛି ଯେ ସମାଜର ଗରିବ ଲୋକମାନେ ବି ଡିଜିଟାଲ ଏବଂ ଆର୍ଥିକ ଅନ୍ତର୍ଭୁକ୍ତ ହେବେ।

ବାନାର୍ଜୀ ତାଙ୍କ ଅଭିଭାଷଣରେ ଏହା ମଧ୍ୟ କହିଛନ୍ତି ଯେ ରାଜ୍ୟ ସରକାର ୧୨ ନିୟୁତ ନିଯୁକ୍ତି ସୃଷ୍ଟି କରିଛନ୍ତି ଏବଂ ବଙ୍ଗଳାର ଜିଡିପି ବହୁଗୁଣିତ ହୋଇଛି। ବଙ୍ଗଳାରେ ବିକାଶ ଘଟିଛି ଯେହେତୁ ଆମେ ମହିଳା, କୃଷକ, ଏମ୍‌ଏସ୍‌ଏମ୍‌ଇକୁ ସଶକ୍ତ କରିଛୁ। ଆମର ବିକାଶମୂଳକ ପଦକ୍ଷେପଗୁଡ଼ିକର ଲାଭ ପାଇବାକୁ ସୁନିଶ୍ଚିତ କରିବା ପାଇଁ ଆମେ ‘ଦୁଆରେ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିଛୁ। ଏହି କାର୍ଯ୍ୟକ୍ରମ ଜାତୀୟ ପୁରସ୍କାର ଲାଭ କରିଛି ବୋଲି ବାନାର୍ଜୀ ଜି-୨୦ର ପ୍ରଥମ ‘ଗ୍ଲୋବାଲ୍ ପାର୍ଟନରସିପ୍ ଫର ଫାଇନାନ୍‌ସିଆଲ ଇନ୍‌କ୍ଲୁସନ୍‌’ ବୈଠକରେ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ