ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ରାଉରକେଲା: ହକି ଷ୍ଟାଡିୟମକୁ ଡିୟୁଟି କରିବାକୁ ଯାଉଥିଲା ବେଳେ ଟ୍ରକ୍ ଧକ୍କାରେ ମହିଳା ଗୃହରକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବନ୍ଧମୁଣ୍ଡାର ଜୋହାନୀ ତୀର୍କୀ। ଉଦିତନଗର ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରିବା ଡ୍ରାଇଭରକୁ ଅଟକ ରଖିଛି। ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଆରଜିଏଚକୁ ପଠାଇଛି।
ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଡିୟୁଟି କରିବାକୁ ସ୍କୁଟିରେ ରାଉରକେଲା ଯାଉଥିଲେ ଜୋହାନୀ। ସକାଳ ପ୍ରାୟ ସାତଟାରେ ହନୁମାନବାଟିକା ଛକରେ ପଛରୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ଏଠାରେ ଜୋହାନୀ ତଳେ ପଡ଼ିଯିବା ପରେ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଜୋହାନୀ ତୀର୍କୀଙ୍କର ଆଜି ହକି ହକି ଷ୍ଟାଡିୟମର ୬ ନଂ ଟିକେଟ କାଉଣ୍ଟରରେ ଡିୟୁଟି ଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l
ଟ୍ରକ୍ ଧକ୍କାରେ ମହିଳା ଗୃହରକ୍ଷୀଙ୍କ ମୃତ୍ୟୁ: ହକି ଷ୍ଟାଡିୟମକୁ ଡିୟୁଟି କରିବାକୁ ଯାଉଥିଲେ କର୍ମଚାରୀ