ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ଧୀରେ ଧୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢ଼ିବାରେ ଲାଗିଛି। ତଥାପି ରାଜ୍ୟରେ ପ୍ରବଳ ଶୀତ ଜାରି ରହିଛି। ପାରଦ ପ୍ରାୟ ଅଢ଼େଇ ଡିଗ୍ରି ଯାଏ ବଢ଼ିଥିବା ବେଳେ ସେମିଳିଗୁଡ଼ାଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୫ ଡିଗ୍ରି ରେକର୍ଡ ହୋଇଛି। ଦୁର୍ବଳ ଉତ୍ତରା ବାୟୁ ତଥା ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହେତୁ ବାୟୁମଣ୍ଡଳରେ ଆର୍ଦ୍ରତାର ପରିମାଣ ବଢ଼ିବା ସହ ରାତି ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୩ରୁ ୪ଡିଗ୍ରି ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଶୀତ କମିବ। ଆସନ୍ତାକାଲି ରାଜ୍ୟର କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଆଜି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l
ଉତ୍ତରା ପବନ ଦୁର୍ବଳ, ୩ ଦିନରେ କମିବ ୩ ଡିଗ୍ରି