ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

୧୯୧ ଆଇନଜୀବୀଙ୍କୁ ସୁପ୍ରିମକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ : ଓଡ଼ିଶାର ୧୯୧ ଜଣ ଆଇନଜୀବୀଙ୍କୁ ସୁପ୍ରିମକୋର୍ଟ ଅଦାଲତ ଅବମାନନା ନୋଟିସ ଜାରି କରିଛନ୍ତି। ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବିକୁ ନେଇ ଏହି ଓକିଲମାନେ ଆନ୍ଦୋଳନ, ପିକେଟିଂ ଓ ପ୍ରତିବାଦରେ ସାମିଲ ହୋଇଥିଲେ। ଅଦାଲତ ଅବମାନନା ନୋଟିସ ସମ୍ବନ୍ଧିତ ଜିଲ୍ଲାର ଜିଲ୍ଲା ଜଜ୍‌ଙ୍କ ଜରିଆରେ ଜାରି କରାଯିବ।

‌ଅଦାଲତ ଅବମାନନା କରିଥିବା ଆଇନଜୀବୀମାନଙ୍କୁ ଆସନ୍ତାମାସ ୬ ତାରିଖରେ ବ୍ୟକ୍ତିଗତ ଭାବେ କିମ୍ବା ଆଡ୍‌ଭୋକେଟ ଅନ୍‌ ରେକର୍ଡଙ୍କ ଜରିଆରେ ସୁପ୍ରିମକୋର୍ଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୁପ୍ରିମକୋର୍ଟ ୨୦୨୨ ଡିସେମ୍ବର ୧୪ରେ ହାଇକୋର୍ଟ ବେଞ୍ଚ ସ୍ଥାପନ ପ୍ରସଙ୍ଗରେ ଆଇନଜୀବୀମାନଙ୍କର ଆନ୍ଦୋଳନ ମାମଲାର ଶୁଣାଣି କରିଥିଲେ। ଏହି ଅବସରରେ ଆନ୍ଦୋଳନରେ ସାମିଲ ଆଇନଜୀବୀମାନଙ୍କ ବିରୋଧରେ ଏକାଧିକ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ କୋର୍ଟଙ୍କ ଆଦେଶ ଅବମାନନା କରିଥିବାରୁ ସେମାନଙ୍କ ବିରୋଧରେ ମାମଲା ଦାଏର କରାଯିବ ବୋଲି ମଧ୍ୟ କହିଥିଲେ। ତଦନୁସାରେ ଆଜି ୧୯୧ ଜଣ ଆଇନଜୀବୀଙ୍କ ବିରୋଧରେ ଅଦାଲତ ଅବମାନନା ନୋଟିସ ଜାରି କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ