ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ଖଡ଼ିଆଳ ବିଡିଓ: ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ଉ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ଉ ହ‌ୋଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯ‌ୋଗରେ ଖଡ଼ିଆଳ ବିଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି।

ମିଳିଥିବା ସୂଚନାରୁ ଜଣା ପଡ଼ିଛି ଯେ ସମ୍ବଲପୁର ଭିଜିଲାନ୍ସ ଏସପି ସାରା ଶର୍ମାଙ୍କ ନିର୍ଦେଶକ୍ରମେ ଏକକାଳୀନ ୫ଟି ସ୍ଥାନରେ ମଙ୍ଗଳବାର ସକାଳ ୫ଟାରୁ ଚଢ଼ଉ କରାଯାଇଛି। ଏହି ଚଢ଼ଉରେ ୩ ଜଣ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଏଏସଆଇ ସାମିଲ ଅଛନ୍ତି। ବରଗଡ଼ର ଭଡା ଘର, ବଲାଙ୍ଗୀରର ବାସଭବନ, ଲୁଇସିଙ୍ଗା ବ୍ଲକ ‌‌ପୈତୃକ ଗ୍ରାମ କୁଶମେଲ, ଖଡ଼ିଆଳ ସରକାରୀ ବାସଭବନ ଓ ସରକାରୀ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳ ୫ଟା ସମୟରେ ବରଗଡ଼ ଭିଜିଲାନ୍ସ ଡି ଏସ ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଭିଜିଲାନ୍ସ ବିଭାଗ ଚଢ଼ଉ ଜାରି ରହିଛି। ଏନେଇ ଭିଜିଲାନ୍ସ ଡି ଏସପି ମହାନନ୍ଦ ସୂଚନା ଦେଇଛନ୍ତି। ଏହି ଘଟଣା ନୂଆପଡ଼ାରେ ଚର୍ଚ୍ଚାର ବିଷୟ ହୋଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।