ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋମନା: ନୂଆପଡ଼ା ଜିଲ୍ଲା କୋମନା ଥାନା ପଏଁର ରାସ୍ତାରେ ବାଇକ୍ରୁ ପଡ଼ି ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ କୋମନା ଥାନା ପଏଁର ଗ୍ରାମର ତାମେଶ୍ବର ସୁନାନୀଙ୍କ ପୁଅ ବିଦ୍ୟାଧର ସୁନାନୀ(୧୭) କୋମନାକୁ ଜଣେ ସଂପର୍କୀୟଙ୍କୁ ବାଇକ୍ (ଓଡି୨୬ଇ-୨୪୧୩)ରେ ଛାଡ଼ିବାକୁ ଆସି ଫେରୁଥିବା ବେଳେ ପଏଁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବାଇକ୍ରୁ ପଡ଼ିଯାଇଥିଲେ।
ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ କୋମନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ପୁଲିସ ବାଇକ୍ ଜବତ କରି ଘଟଣାର ତଦନ୍ତ କରୁଥିବା ଏସ୍ଆଇ ମଞ୍ଜୁଲତା ଖାଡ଼ାଙ୍ଗା ସୂଚନା ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l