ଖେଳ ରାଜ୍ୟ ସ୍ପେଶାଲ ରିପୋର୍ଟ

ହକି ବିଶ୍ବକପ୍‌: ସେମିରେ ବିଶ୍ବର ୧ ଓ ୨ ନମ୍ବର ଟିମ୍‌

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ବିଶ୍ବ ମାନ୍ୟତାର ୧ ଓ ୨ ନମ୍ବର ସ୍ଥାନରେ ଥିବା ଅଷ୍ଟ୍ରେଲିଆ ଓ ବେଲ୍‌ଜିୟମ ପ୍ରଥମ ଦୁଇ ଦଳ ଭାବେ ଚଳିତ ହକି ବିଶ୍ବକପ୍‌ର ସେମିଫାଇନାଲ୍‌ ସ୍ଥାନ ପକ୍କା କରିଛନ୍ତି। ମଙ୍ଗଳବାରର କ୍ବାର୍ଟରଫାଇନାଲ୍‌ରେ ୩ ଥର ବିଜେତା ଅଷ୍ଟ୍ରେଲିଆ ୪-୩ ଗୋଲ୍‌ରେ ସ୍ପେନ୍‌କୁ ଏବଂ ‌ବିଜେତା ବେଲ୍‌ଜିୟମ ୨-୦ ଗୋଲ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା। ଅଷ୍ଟ୍ରେଲିଆ ୧୯୮୬, ୨୦୧୦ ଓ ୨୦୧୪ରେ ବିଜେତା ହୋଇଥିଲା ବେଳେ ଗତ ଥର କାଂସ୍ୟରେ ସନ୍ତୁଷ୍ଟ ରହିଥିଲା। ଏହି ଦଳ ଲିଗ୍‌ ପର୍ଯ୍ୟାୟରେ ୨ ବିଜୟ ଓ ୧ ଅମୀମାଂସିତରୁ ୭ ପଏଣ୍ଟ ପାଇ ଗ୍ରୁପ୍‌-ଏ’ ଟେବୁଲର ଶୀର୍ଷରେ କ୍ବାର୍ଟର ଫାଇନାଲ୍‌କୁ ଯୋଗ୍ୟତା ଅର୍ଜନ କରିଥିଲା। ଅନ୍ୟପକ୍ଷରେ ଭୁବନେଶ୍ବରରେ ଗତ ସଂସ୍କରଣ ମୁକୁଟ କରାୟତ୍ତ କରିଥିବା ବେଲ୍‌ଜିୟମ ୨ ବିଜୟ ଓ ୧ ଅମୀମାଂସିତରୁ ୭ ପଏଣ୍ଟ ପାଇ ଗ୍ରୁପ୍‌-ବି’ ଟେବୁଲର ଶୀର୍ଷରେ ରହି କ୍ବାର୍ଟରଫାଇନାଲ୍ ଆସିଥିଲା। ବୁଧବାର ଖେଳାଯିବାକୁ ଥିବା ଅନ୍ୟ ଦୁଇ କ୍ବାର୍ଟରଫାଇନାଲ୍‌ (ଇଂଲଣ୍ଡ-ଜର୍ମାନି ଏବଂ ନେଦରଲାଣ୍ଡ୍ସ-କୋରିଆ)ର ବିଜେତା ବାହାରିବା ପରେ ଅଷ୍ଟ୍ରେଲିଆ ଓ ବେଲଜିୟମ୍‌ ସେମାନଙ୍କ ସହ ଶୁକ୍ରଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ lବାର କଳିଙ୍ଗ ଷ୍ଟାଡିୟମ୍‌ରେ ସେମିଫାଇନାଲ୍ ଖେଳିବେ। ରବିବାର ଫାଇନାଲ୍ ଖେଳାଯିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ