ଅପରାଧ ରାଜ୍ୟ

ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସଇତାନ ସ୍ୱାମୀ: ଅଭିଯୁକ୍ତ ଥାନାରେ ଅଟକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନିମାପଡ଼ା: ପୁରୀ ଜିଲ୍ଲା ନିମାପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଦିଘାଲ ବସ୍ତିରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କରିଛି ସଇତାନ ସ୍ୱାମୀ। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି।
ସୂଚନା ଅନୁଯାୟୀ, ଗତକାଲି ରାତିରେ ନିଶାସକ୍ତ ସ୍ୱାମୀ ଓରଫାନ୍ ଖାନ୍(୩୬) ସ୍ତ୍ରୀ ବାହାରୁନ୍ ବିବି(୨୬)ର ତଣ୍ଟି କାଟି ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ବାହାରୁନ୍ ବିବିର ପ୍ରାଣବାୟୁ ଉଡ଼ିଯାଇଥିଲା। ଆଜି ସକାଳେ ଖବର ପ୍ରଘଟ ହେବା ପରେ ସ୍ଥାନୀୟ ଲୋକେ ନିମାପଡ଼ା ଥାନାକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ୱାମୀ ଓରଫାନ୍ ଖାନଙ୍କୁ ଧରିଥିଲା। ମୃତ ବାହାରୁନ୍ ବିବିଙ୍କର ଶବ ଜବତ କରି ପୁଲିସ ଚାରିଛକ ଡାକ୍ତରଖାନାକୁ ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଉକ୍ତ ଦମ୍ପତିଙ୍କର ତିନିଟି ସନ୍ତାନ ଥିବା ଜଣାଯାଇଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡ଼ିନି।

ଉଲ୍ଲେଖଯୋଗ୍ୟ, କିଛି ମାସ ତଳେ ଅଭିଯୁକ୍ତ ଓରଫାନର ବଡ଼ଭାଇ ମଧ୍ୟ ଅନୁରୂପ ଢ଼ଙ୍ଗରେ ନିଜ ସ୍ତ୍ରୀର ତଣ୍ଟିକାଟି ହତ୍ୟା କରିଥିଲା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।