ଅପରାଧ ରାଜ୍ୟ

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ: ‘କ୍ରାଇମ୍‌ବ୍ରାଞ୍ଚ ନୁହେଁ, ସିବିଆଇ ତଦନ୍ତ କରୁ’

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଝାରସୁଗୁଡ଼ା : ନବ ଦାସଙ୍କ ହତ୍ୟାକାଣ୍ଡକୁ ୧୨ ଦିନ ପୂରିଯାଇଥିବା ବେଳେ ଆଜିବି ତାଙ୍କୁ କାହିଁକି ଏଏସ୍‌ଆଇ ଗୋପାଳ ଦାସ ହତ୍ୟା କଲା ତାହା ଆମେ ଜାଣିପାରିନାହୁଁ ବୋଲି କହିଛନ୍ତି ବହୁ କର୍ମୀ ଓ ସମର୍ଥକ। ଶ୍ରାଦ୍ଧସଭାରେ ଯୋଗଦେଇଥିବା ଏହି କର୍ମୀମାନେ ଆଜି ଗଣମାଧ୍ୟମ ଆଗରେ ତାଙ୍କ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସାଧାରଣ ଲୋକଟିଏ ହତ୍ୟାର ଶିକାର ହେଲେ ତାକୁ କାହିଁକି ହତ୍ୟା କରାଗଲା ପୁଲିସ ତୁରନ୍ତ କହିଦେଉଥିବା ବେଳେ ଏତେ ବଡ଼ ଜଣେ ନେତାଙ୍କୁ ଜଣେ ପୁଲିସ ଅଧିକାରୀ କାହିଁକି ହତ୍ୟା କଲେ ତାର କାରଣ ପୁଲିସ କାହିଁକି ଜଣାଉନାହିଁ? ପୁଲିସ ହତ୍ୟା କରିଥିବା ବେଳେ ପୁଲିସ ତଦନ୍ତ କରୁଥିବା ଯୋଗୁ ଏହାର ପ୍ରକୃତ କାରଣ ଜାଣି ହେବ ନାହିଁ। ତେଣୁ ଏହି ଘଟଣାର ସିବିଆଇ ତଦନ୍ତ ହେଲେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ବହୁ କର୍ମୀ କହିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।