ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଫିରିଙ୍ଗିଆ- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ତଣ୍ଡିରୀ ଗାଁ ରେ ଥିବା କେନ୍ଦ୍ରୀୟ ଚାରା ଉଦ୍ୟାନ ପରିଦର୍ଶନ ସହ ନୂତନ ଭାବେ ନିର୍ମାଣ କରାଯାଇଥିବା ଗେଟ୍ ର ଶୁଭ ଉଦଘାଟନ କରିଛନ୍ତି ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ , ଦୀର୍ଘ ୪୦ ବର୍ଷରୁ ଅଧିକ ହେବ ଏହି ଚାରା ଉଦ୍ୟାନ ବନ ବିଭାଗ ଦ୍ଵାରା ନିର୍ମାଣ ହୋଇଥିବା ବେଳେ ବର୍ତ୍ତମାନ ତାର ସୌଦର୍ଯ୍ୟ କରଣ ଓ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ କାର୍ଯ୍ୟ କ୍ରମ ହାତକୁ ନେଇ ବିଭିନ୍ନ କାମ ର ଆରମ୍ଭ କରିବା ସହ ନୂତନ ଭାବରେ ନିର୍ମାଣ ଧୀନ ଫାଟକ କୁ ଉଦଘାଟନ କରାଯାଇଛି l ଏହି ପରିଦର୍ଶନ ଓ ଉଦଘାଟନୀ କାର୍ଯ୍ୟ କ୍ରମରେ ଏସି ଏଫ୍ ମଳୟ ରଞ୍ଜନ କାଲୋ , ସତ୍ୟା ଲିଗ୍ , ବନ ପାଳ ସରୋଜ କୁମାର ମିଶ୍ର, ଓ ଅନ୍ୟାନ୍ୟ ବନ କର୍ମଚାରୀ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମରେ ବିଭାଗ ଓ ଅଞ୍ଚଳ ବାସି ଙ୍କ ତରଫରୁ ମୁଖ୍ୟ ରାସ୍ତା କଡ଼ରୁ ବନ ଖଣ୍ଡ ଅଧିକାରୀ ଓ ଅତିଥି ମାନଙ୍କୁ ଫୁଲ ତୋଡା ଦେଇ ପାଛୋଟି ନିଆ ଯାଇ ଥିଲା । ବର୍ତ୍ତମାନ ଏହି ଚାରା ଉଦ୍ୟାନ ରେ ଏକ ଲକ୍ଷରୁ ଉର୍ଦ୍ଧ୍ବ ଚାରା ଗଚ୍ଛିତ ରହିଛି lକନ୍ଧମାଳ ଜିଲ୍ଲା ରୁ ମନୋଜ କୁମାର ସାହୁ ଙ୍କ ରିପୋର୍ଟ

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l