ରାଜ୍ୟ ସ୍ପେଶାଲ ରିପୋର୍ଟ

୧୬ରୁ ଶୀତ କମିବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଗତକାଲି ରାତିରୁ ରାଜ୍ୟର ପାରଦ ସ୍ତର ଖସିଥିବା ବେଳେ କିଛି କିଛି ସ୍ଥାନରେ ଶୀତ ଅନୁଭୂତ ହୋଇଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଗତକାଲି ଘୁ. ଉଦୟଗିରିଠାରେ ୬.୪ ଡିଗ୍ରି ରେକର୍ଡ ହୋଇଛି। ପଛକୁ ରାଉରକେଲା। ଏଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରହିଥିଲା ୯.୨ ଡିଗ୍ରି। ଅନ୍ୟପଟେ ଦ୍ବୈତନଗରୀର ତାପମାତ୍ରାରେ ପରିବର୍ତ୍ତନ ଦେଖାଯାଇନାହିଁ। ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୧୬.୮ ଡିଗ୍ରି ଓ କଟକର ରାତି ତାପମାତ୍ରା ୧୮ ଡିଗ୍ରି ରେକର୍ଡ ହୋଇଛି।

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା‌ରେ ବିଶେଷ ପରିର୍ତ୍ତନର ସମ୍ଭାବନା ନାହିଁ। ଏହାପରେ ୧୬ ତାରିଖରୁ ରାଜ୍ୟରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜ୍ୟର ଦିନ ତାପମାତ୍ରା ଏବେ ବେଶ୍‌ ଅଧିକ ରହିଛି। ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ଭୁବ‌ନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଦିନରେ ଆକାଶ ନିର୍ମଳ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରି ମଧ୍ୟ‌ରେ ରହିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।