ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷା ପ୍ରାକ୍ଟିକାଲ ପରୀକ୍ଷା ନିଜ ସ୍କୁଲରେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ଏସ୍‌ଏ-୨)ର ଧନ୍ଦାମୂଳକ ଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟରେ ଦେବେ। ଏହି ପରୀକ୍ଷା ଓସେପା ତତ୍ତ୍ବାବଧାନରେ ପରିଚାଳିତ ହେବ ଓ ଏହାର ନମ୍ବର ଅନଲାଇନ୍‌ରେ ବୋର୍ଡକୁ ପଠାଯିବ। ମାର୍କ ଅପ୍‌ଲୋଡ୍ କରିବା ପାଇଁ ବୋର୍ଡ ୱେବସାଇଟ୍‌ www.bseodisha.ac.in ରେ ଲିଙ୍କ୍ ଦିଆଯାଇଛି।

ଏହି ଲିଙ୍କ୍‌ ଫେବ୍ରୁଆରି ୧୫ରୁ ଫେବ୍ରୁଆରି ୨୮ତାରିଖ ପର୍ଯ୍ୟନ୍ତ ରହିବ। ପ୍ରାକ୍ଟିକାଲ ପରୀକ୍ଷା ନମ୍ବର ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ତତ୍ତ୍ବାବଧାନରେ ଏକ୍ସଷ୍ଟରନାଲ ଏକ୍‌ଜାମିନରଙ୍କ ଦ୍ବାରା ସଂପାଦିତ ହେବ ବୋଲି ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।