ରାଜ୍ୟ ସ୍ପେଶାଲ ରିପୋର୍ଟ

କଟ୍‌ନି ଛଟ୍‌ନିର ଅଭିଯୋଗ ନାହିଁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଧାନ ସଂଗ୍ରହ ବେଳେ କଟନି ଛଟନିକୁ ନେଇ ପ୍ରତିଦିନ ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ କରୁଛି। ଜିଲ୍ଲାପାଳ କାର୍ଯ୍ୟାଳୟରେ ବିକ୍ଷୋଭ, ରାଜପଥ ଅବରୋଧ ହେଉଛି। କିନ୍ତୁ ରାଜ୍ୟର ସ୍ଥାନରେ କଟନି ଛଟନିର କୌଣସି ଅଭିଯୋଗ ନଥିବା କହିଛନ୍ତି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଣତାରକା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ଖରିଫ ୨୦୨୦ ମସିହାରେ ୬୨ ଲକ୍ଷ ୮୯ ହଜାର ୫୫୫ ମେଟ୍ରିକ, ୨୦୨୧ ମସିହାରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ ଟନ ଏବଂ ୨୦୨୨ ମସିହା ବର୍ତ୍ତମାନ ସୁଦ୍ଧା ୫୬ ଲକ୍ଷ ୯୭ ହଜାର ୭୪୭ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଛି। ଏହି ତିନି ବର୍ଷରେ ପଞ୍ଜୀକୃତ ଚାଷୀଙ୍କ ସଂଖ୍ୟା ଯଥାକ୍ରମରେ ବୃଦ୍ଧି ପାଇବାରେ ଲାଗିଛି। ୨୦୨୦ ମସିହାରେ ଏହା ୧୪ ଲକ୍ଷ ୭୨ ହଜାର ୪୯୫, ୨୦୨୧ ମସିହାରେ ୧୫ ଲକ୍ଷ ୫୩ ହଜାର ୩୭୫ ଏବଂ ୨୦୨୨ ମସିହାରେ ୧୬ ଲକ୍ଷ ୫୯ ହଜାର ୮୯୭ ଚାଷୀ ଅଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।