ରାଜ୍ୟ ସ୍ପେଶାଲ ରିପୋର୍ଟ

ଡାକଘରେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଯୋଗ୍ୟ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ। ଏହାର ୧୩ତମ କିସ୍ତି ଫେବ୍ରୁଆରି ୨୮ ତାରିଖରେ ପଞ୍ଜୀକୃତ ଚାଷୀମାନଙ୍କ ବ୍ୟାଙ୍କ ଖାତାରେ ଟଙ୍କା ଜମା କରାଯିବ। ଯୋଗ୍ୟ ହିତାଧିକାରୀ ଏହାର ଲାଭ ଉଠାଇବା ପାଇଁ ଜମା ଖାତା ସହ ଆଧାର କାର୍ଡ ସଂଯୋଗ ଜରୁରୀ। ଏହାକୁ ଅନୁଶୀଳନ କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ବକେୟା କିସ୍ତି ପୈଠ ନିମନ୍ତେ ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କରେ ଆଧାର ସଂଯୋଗ ହୋଇଥିବା ବ୍ୟାଙ୍କ ଖାତା ଖୋଲିବା ପାଇଁ ବ୍ୟବସ୍ଥା କରାଯାଇଛି।

ଓଡ଼ିଶାର ସମସ୍ତ ଡାକଘର ମାନଙ୍କରେ ପୋଷ୍ଟ ମ୍ୟାନ ଏବଂ ଗ୍ରାମୀଣ ଡାକ ସେବକମାନଙ୍କ ଦ୍ବାରା ଯୋଗ୍ୟ ଚାଷୀମାନେ କିସ୍ତି ବାବଦରେ ଅର୍ଥ ଉଠାଣ କରିପାରିବେ। ଡାକଘର ସହିତ ସମ୍ପର୍କ କରି ଆଧାର ସଂଲଗ୍ନ ଜମା ଖାତା ଖୋଲି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ପରବର୍ତ୍ତୀ କିସ୍ତି ଉଠାଣର ସୁବିଧା ନେବାକୁ ଡାକ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।