ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ମାର୍ଚ ୫ରେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଆ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା(ଓଏଭିଇଟି-୨୦୨୩) ଓ ଓଡ଼ିଆ ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା(ଓଏମ୍‌ଏଭିଇଟି-୨୦୨୩) ଆସନ୍ତା ମାର୍ଚ ୫ତାରିଖରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ରାଜ୍ୟର ୯୨୯ଟି ପରୀକ୍ଷା କେନ୍ଦ୍ରରେ ପରିଚାଳିତ ହେବ। ଏହି ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିବା ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ କାର୍ଡ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.in ‌ରେ ଛଡାଯାଇଛି।

ଓଡ଼ିଆ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାର ଷଷ୍ଠ ଶ୍ରେଣୀ ପାଇଁ ୧ଲକ୍ଷ ୩୬ହଜାର ୪୯୧ଜଣ, ସପ୍ତମ ଶ୍ରେଣୀ ପାଇଁ ୧୭ହଜାର ୧୫୪ଜଣ, ଅଷ୍ଟମ ଶ୍ରେଣୀ ପାଇଁ ୧୨ହଜାର ୪୫୬ଜଣ, ନବମ ଶ୍ରେଣୀ ପାଇଁ ୫ହଜାର ୭୧୬ଜଣ ନାମ ପଞ୍ଜିକରଣ କରିଥିବା ବେଳେ ଓଡ଼ିଆ ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ଷଷ୍ଠ ଶ୍ରେଣୀ ପାଇଁ ୧୩୪୬ଜଣ ନାମ ପଞ୍ଜୀକରଣ କରିଥିବା ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।