ଅପରାଧ ରାଜ୍ୟ

ଶିକ୍ଷକ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଡେଙ୍ଗାଡିରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଙ୍କ ଆତ୍ମହତ୍ୟା ଉଦ୍ୟମ କରିଛଡ଼୍ତି। ତେବେ ସ୍ତ୍ରୀଙ୍କର ଘରେ ହିଁ ମୃତ୍ୟୁ ଘଟିଛି। ତେବେ ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି। ଏହି ଦମ୍ପତି ଶିକ୍ଷକ ଓ ଶିକ୍ଷୟତ୍ରୀ ରହିଥିବା ଜଣାଯାଇଛି।

ମୃତ ମହିଳା ହେଲେ ଶୈଳେନ୍ଦ୍ରୀ ମହାନ୍ତି। ତାଙ୍କ ସ୍ୱାମୀ ଜୟସେନ ମହାନ୍ତି କାଚଖଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଥିବା ବେଳେ ସ୍ତ୍ରୀ ଜିଲ୍ଲା ବାହାରେ ଶିକ୍ଷକ ରହିଥିବା ସୂଚନା ମିଳିଛି। ଡେଙ୍ଗାଡିର ଜୟସେନ ଦୁଇ ବର୍ଷ ତଳେ ବୁରାଇର ଶୈଳେନ୍ଦ୍ରୀଙ୍କୁ ବିବାହ କରିଥିଲେ। ଏଯାଏ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।