ରାଜ୍ୟ

ବାରିପଦା-ବେତନଟୀ ରାସ୍ତାରେ ଓଲଟିଲା ବସ୍‌; ୨୫ ଆହତ, ୪ ଗୁରୁତର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବାରିପଦା: ବାରିପଦା-ବେତନଟୀ ରାସ୍ତାରେ ବସ୍‌ ଓଲଟି ପଡିବାରୁ ୨୫ ଜଣ ଆହତ ହୋଇଥିବା ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି।

ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲାର ବାରିପଦା-ବେତନଟୀ ରାସ୍ତାରେ ଗତକାଲି ରାତିରେ ବସ୍‌ ଦୁର୍ଘଟଣା ଘଟିବାରୁ ୨୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ରାଇରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଜାତୀୟ ରାଜପଥ-୧୮ର କୃଷ୍ଣଚନ୍ଦ୍ରପୁର ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ ଜଣ ଆହତ ହୋଇଥିଲେ। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସେମାନଙ୍କୁ ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।