ଅପରାଧ ରାଜ୍ୟ

ଜାଲ୍‌ ସାର୍ଟିଫିକେଟ୍‌କୁ ନେଇ ସାଲୁଜାଙ୍କ ଉଦ୍‌ବେଗ, ବିଜେଡି ନେତା ସାମିଲ ଥିବା ଅଭିଯୋଗ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ବଲାଙ୍ଗୀରରେ ଜାଲ୍‌ ସାର୍ଟିଫିକେଟ୍‌ ରାକେଟ୍‌କୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି କଂଗ୍ରେସ ସଭ୍ୟ ସନ୍ତୋଷ ସିଂହ ସାଲୁଜା। ‘ସମ୍ବାଦ’ ପ୍ରକାଶିତ ‘ନକଲି ସାର୍ଟିଫିକେଟ୍‌ ହାଉଜାଉ’ ଶୀର୍ଷକଟି ପଢ଼ି ସେ କହିଥିଲେ, ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାର ହୋଇଯାଇଛି। ଜାଲ୍‌ ସାର୍ଟିଫିକେଟ୍ ରାକେଟ୍‌ରେ ୧୯ ଜଣ ଗିରଫ ହେଲେଣି। ବିଭିନ୍ନ ସମ୍ବାଦପତ୍ରରେ ଏହା ପ୍ରକାଶ ପାଇଛି। ବର୍ଷ ବର୍ଷ ଧରି ଏହି ନକଲି ସାର୍ଟିଫିକେଟ୍‌ ରାକେଟ୍‌ ଚାଲିଥିଲା। ଅନ୍ୟ ଜିଲ୍ଲାରେ ବି ହେଉଛି। ଯେଉଁ ରାକେଟ୍‌ ଧରାପଡ଼ିଛି ସେଥିରେ ବିଜେଡି ନେତା ସାମିଲ ଅଛନ୍ତି। ବିଜେଡି ଆଇଟି ସେଲ୍‌ର ଜଣେ କର୍ମକର୍ତ୍ତା ଅଛନ୍ତି। ଏହି ଘଟଣାକୁ ଠିକ୍ ଭାବେ ତଦନ୍ତ କରାଯାଉ। ବାଚସ୍ପତି ଏ ସମ୍ପର୍କରେ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ଦାବି କରିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।