ରାଜ୍ୟ ସ୍ପେଶାଲ ରିପୋର୍ଟ

ଓମ୍‌ଫେଡ୍ ଦୁଗ୍ଧ ୨ ଟଙ୍କା ବଢ଼ିଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ଭୁବନେଶ୍ବର : ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିରେ କୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଓମ୍‌ଫେଡ୍‌ ପକ୍ଷରୁ ଦୁଗ୍ଧ ମୂଲ୍ୟରେ ୨ ଟଙ୍କା ବୃଦ୍ଧି ଘୋଷଣା କରାଯାଇଛି। ଏପ୍ରିଲ୍ ୧ରୁ ନୂଆ ଦର ଲାଗୁ ହେବ। ଓମ୍‌ଫେଡ୍‌ର ୫୦୦ ଏମ୍ଏଲ୍‌ ଟୋନ୍‌ଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ବୃଦ୍ଧି ପାଇ ୨୩ ଟଙ୍କା ହୋଇଥିବା ବେଳେ ପ୍ରିମିୟମ୍ କ୍ଷୀର ଦାମ୍ ୨୪ ଟଙ୍କାରୁ ୨୬ ଟଙ୍କାକୁ, ଗୋଲ୍ଡ କ୍ଷୀର ମୂଲ୍ୟ ୨୪ ଟଙ୍କାରୁ ୨୬ ଟଙ୍କାକୁ ଓ ଚା’ ସ୍ପେସିଆଲ୍ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ବୃଦ୍ଧି ପାଇ ୨୫ ଟଙ୍କା ହୋଇଛି।

ଓମ୍‌ଫେଡ୍‌ ଦୁଗ୍ଧ ବିକ୍ରୟର ୯୦ ପ୍ରତିଶତ ରାଶି ଦୁଗ୍ଧ କ୍ରୟ ସକାଶେ ଦେଇଥାଏ। ଆନୁଷଙ୍ଗିକ ଖର୍ଚ୍ଚ ବୃଦ୍ଧି ସହ ପ୍ୟାକେଜିଂ ଓ ବିପଣନ ଆଦି କାର୍ଯ୍ୟକ୍ଷମ ଖର୍ଚ୍ଚ ସହ ଗତ ଏକ ବର୍ଷ ହେଲାଣି ଦୁଗ୍ଧ କିଣା ଲାଗି ଅଧିକ ମୂଲ୍ୟ ଦେବା ସତ୍ତ୍ବେ ଉପଭୋକ୍ତା ମୂଲ୍ୟ ସ୍ଥିର ରହିଥିବା ବୋଲି ଓମ୍‌ଫେଡ୍ ପକ୍ଷରୁ କୁହାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।