ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବଲାଙ୍ଗୀର : ନକଲି ସାର୍ଟିଫିକେଟ ପ୍ରସଙ୍ଗକୁ ନେଇ ଏବେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଆରମ୍ଭ ହୋଇଛି ରାଜନୀତି। କଂଗ୍ରେସ ଶାସକ ଦଳ ବିଜେଡିକୁ ଟାର୍ଗେଟ କରିଛି। ସ୍ଥାନୀୟ ବିଧାୟକଙ୍କ ସମର୍ଥକ ସୋସିଆଲ ମିଡିଆରେ ନକଲି ସାର୍ଟିଫିକେଟର ମାଷ୍ଟରମାଇଣ୍ଡ ମନୋଜ ମିଶ୍ରଙ୍କ ସହ ଶାସକ ଦଳର ନେତାଙ୍କ ଲିଙ୍କ୍ ରହିଥିବା ଅଭିଯୋଗ ଉଠାଇଛି। ଏପରିକି ମନୋଜ ବିଜେଡିର ସକ୍ରିୟ କର୍ମକର୍ତ୍ତା ଥିଲେ ବୋଲି କଂଗ୍ରେସ ନେତାଙ୍କ ଅଭିଯୋଗ।
ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ଓ କଳିକେଶ ନାରାୟଣ ସିଂହଦେଓଙ୍କ ସହ ମନୋଜ ବିଭିନ୍ନ କାର୍ଯ୍ୟକ୍ରମରେ ଥିବା ସମୟର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଉ କଂଗ୍ରେସର ଏ ଅଭିଯୋଗକୁ ସୋସିଆଲ ମିଡିଆରେ କାଉଣ୍ଟର କରି ଫଟୋ ଅପଲୋଡ୍ କରିଛନ୍ତି ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ ସମର୍ଥକ। ବିଧାୟକ ନରସିଂହ ମିଶ୍ର ଓ ତାଙ୍କ ପୁଅଙ୍କ ସହ ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ମାଷ୍ଟରମାଇଣ୍ଡ ମନୋଜ ଉପସ୍ଥିତ ଥିବା ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l