ରାଜ୍ୟ

ଓଡ଼ିଶାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ହିଁ ବାସ୍ତବତା: ଧର୍ମେନ୍ଦ୍ର ପ୍ରଧାନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରସୁଗୁଡାରେ ନାବାଳକ ସମର୍ଥଙ୍କ ହତ୍ୟା ଘଟଣା ଉଠାଇ ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ଓ ଏହା ହିଁ ବାସ୍ତବତା।

ଟ୍ବିଟ୍‌ କରି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓଡ଼ିଶାରେ ବାସ୍ତବ ରୂପ ନେଇଛି । କ୍ଷମତାରେ ଥିବା ଲୋକମାନେ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଉପରେ ଅବଗତ ହୁଅନ୍ତୁ। ଦିବାଲୋକରେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାର ଠିକ୍ ଦୁଇ ମାସ ପରେ ଛାତ୍ର ସମର୍ଥଙ୍କ ହତ୍ୟା ଓଡ଼ିଶା ସରକାରଙ୍କ ଆଇନ ଶୃଙ୍ଖଳା ଠିକ୍ ଥିବା ଦାବିକୁ ପଦାରେ ପକାଇଛି। ରାଜ୍ୟର ଜନସାଧାରଣ କିମ୍ବା ଜନପ୍ରତିନିଧିମାନେ କେହି ସୁରକ୍ଷିତ ନୁହନ୍ତି। ବିଶେଷ ଭାବରେ ଝାରସୁଗୁଡାରେ ପ୍ରତିଦିନ ଏଭଳି ଘଟଣା ସମସ୍ତଙ୍କୁ ଚକିତ କରିଛି ଏବଂ ଲୋକଙ୍କ ବିଶ୍ୱାସରେ ଆଘାତ ପହଞ୍ଚାଇଛି। ସମର୍ଥଙ୍କ ପରିବାରକୁ ଯେତେ ସାନ୍ତ୍ୱନା ଦେଲେ ମଧ୍ୟ ମଧ୍ୟ କମ୍ ପଡ଼ିବ। ଓଡ଼ିଶାର ସରକାର ନାଗରିକଙ୍କ ସୁରକ୍ଷା ଆଇନକାନୁନକୁ ସୁନିଶ୍ଚିତ କରିବାକୁ ସେ ଆହ୍ବାନ ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।