ରାଜ୍ୟ ସ୍ପେଶାଲ ରିପୋର୍ଟ

ମୟୂରଭଞ୍ଜରେ ଖୋଲିବ ଜନଜାତି ବିଶ୍ୱବିଦ୍ୟାଳୟ! କେନ୍ଦ୍ରମନ୍ତ୍ରୀଙ୍କ ସହ ୭ ଜଣିଆ ପ୍ରତିନିଧି ଦଳ ଜାଗା ବୁଲି ଦେଖିଲେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାରେ ଖୋଲିବ ଟ୍ରାଇବଲ୍‌ ୟୁନିଭର୍‌ସିଟି ବା ଜନଜାତି ବିଶ୍ବବିଦ୍ୟାଳୟ। ଏପରି ଏକ ଉତ୍ସାହଜନକ ଖବର ମିଳିବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି। ଜିଲ୍ଲାରେ ବିଶ୍ବବିଦ୍ୟାଳୟ ଖୋଲିବା ନେଇ ପ୍ରସ୍ତାବ ଥିବାବେଳେ ତାହା କାର୍ଯ୍ୟକାରୀ କରିବାକୁ ସ୍ଥାନୀୟ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ତତ୍ପରତା ପ୍ରକାଶ କରିଛନ୍ତି।

ଗତକାଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡ଼ୁଙ୍କ ତତ୍ତ୍ୱାବଧାନରେ ମଧ୍ୟପ୍ରଦେଶସ୍ଥିତ ଇନ୍ଦିରା ଗାନ୍ଧୀ ଜାତୀୟ ଜନଜାତି ବିଶ୍ୱବିଦ୍ୟାଳୟର ଏକ ୭ ଜଣିଆ ପ୍ରତିନିଧି ଦଳ ଜିଲ୍ଲାର ଏକାଧିକ ଅଞ୍ଚଳ ବୁଲିଛନ୍ତି। ାହା ଜଣାପଡ଼ିଛି, ଜାଗା ସ୍ଥିର ହେବାପରେ ଅନୁମୋଦନ ପାଇଁ କେନ୍ଦ୍ର ସରକାରଙ୍କୁ ଅବଗତ କରାଯିବ। ସେହି ଅନୁସାରେ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ବାବଦ ଆନୁସଂଗିକ କାର୍ଯ୍ୟପନ୍ଥା ହାତକୁ ନିଆଯିବ। ସୂଚନାଥାଉକି, ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅତିକମ୍‌ରେ ୫୦ ଏକର ଜମି ଆବଶ୍ୟକ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।