ରାଜ୍ୟ ସ୍ୱାସ୍ଥ୍ୟ

ଭିମସାର: ମାସକ ମଧ୍ୟରେ କୋଭିଡ୍‌ରେ ୧୦ ମୃତ୍ୟୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବୁର୍ଲା : ବୁର୍ଲା ଭିମସ‌ାରରେ ପୁଣି ଜଣେ ଚିକିତ୍ସାଧୀନ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ପ୍ରାୟ ମାସେ ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ପହଞ୍ଚିଛି। ଗତ ମାର୍ଚ ମାସ ୨୬ରେ ଏଠାରେ ପ୍ରଥମ କୋଭିଡ ମୃତ୍ୟୁ ହୋଇଥିଲା। କେବଳ ଗତ ସପ୍ତାହେ ମଧ୍ୟରେ ଏଠାରେ ଚିକିତ୍ସାଧୀନ ୫ ଜଣ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି।

ତେବେ, ଗତ ପ୍ରାୟ ପାଞ୍ଚ ଦିନରେ କୌଣସି ନୂଆ ରୋଗୀ ଭର୍ତ୍ତି ହୋଇନଥିବା କୋଭିଡ୍ ହସ୍ପିଟାଲର ଭାରପ୍ରାପ୍ତ ଅଧିକାରୀ ଡା. ମନୋରଞ୍ଜନ ନାଏକ ସୂଚନା ଦେଇଛନ୍ତି। ପୂର୍ବରୁ ଚିକିତ୍ସିତ ହେଉଥିବା ୫ ଜଣ ରୋଗୀ ସୁସ୍ଥ ହୋଇ ଆଜି ଘରକୁ ଯାଇଥିବାବେଳେ ୪ ଗୁରୁତର ରୋଗୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଡା. ନାଏକ କହିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ